The Ultimate Managed Hosting Platform
ADVERTISEMENT

ରେଞ୍ଜ ରୋଭର ମୃତ୍ୟୁ; ୫୦ ଲକ୍ଷ ଦାବି

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ ରେଞ୍ଜରୋଭର ଧକ୍କାରେ ଯୁବତୀଙ୍କ ମୃତ୍ୟୁ ଘଟଣା । ମୃତକଙ୍କ ପରିବାରକୁ ୫୦ ଲକ୍ଷ ଦାବି କଲା ବିଜେପି । କ୍ଷତିପୂରଣ ସହ ଗିରଫ ଦାବି କଲେ ମୁଖପାତ୍ର ମନୋଜ ମହାପାତ୍ର । କ୍ଷତିପୂରଣ ରାଶି ପୂର୍ବତନ ମନ୍ତ୍ରୀଙ୍କ ପୁଅଙ୍କ ଠାରୁ ଆଦାୟ କରାଯାଉ । ବିଶାଳ ଦାସ ଓ ସରୋଜ ଭୋଇଙ୍କ ଠାରୁ ଆଦାୟ କରନ୍ତୁ ସରକାର । ସିସିଟିଭି ଆଧାରରେ ଫୈାଜଦାରୀ ମାମଲା ରୁଜୁ କରିବାକୁ ଦାବି । ଫୈାଜଦାରୀ ମାମଲା ରୁଜୁ କରି ୨ ଜଣଙ୍କୁ ଗିରଫ ଦାବି କଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login