କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ର ଅନଶନ । ବିଶ୍ବବିଦ୍ୟାଳୟ ପରିସରରେ ଅନେକ ସମୟରେ ଅଣଛାତ୍ର ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି । ଏହାସହ ଛାତ୍ର ମାନଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ କରି କୁଳପତିଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି ପିଲାମାନେ । ବିଶୃଙ୍ଖଳା କରୁଥିବା ଓ ମାଡ଼ ମାରିଥିବା ଅଣ ଛାତ୍ର ମାନଙ୍କୁ ଗିରଫ କରିବା ଦାବି କରାଯାଇଛି ।
Views: 24