The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରେଳ ଧାରଣାରେ ପଡିଛି ମହିଳାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ

Facebook
Twitter
LinkedIn

ଭଦ୍ରକ : ରେଳ ଧାରଣାରେ ମହିଳାଙ୍କ ମୃତଦେହ ଠାବ। ଏଯାଏଁ ମହିଳାଙ୍କ ପରିଚୟ ମିଳିପାରିନାହିଁ । ଟ୍ରେନ୍ ଧକ୍କାରେ ମୃତ୍ୟୁ ହୋଇଥିବା ସୂଚନା । ଏପରି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ରାନ୍ଦିଆ ବ୍ରିଜ ନିକଟରେ । ସୂଚନା ଅନୁଯାୟୀ, ରେଳ ଧାରଣା ନିକଟରେ ଜଣେ ମହିଳାଙ୍କ ମୃତଦେହ ପଡିଥିବାର ସ୍ଥାନୀୟଲୋକେ ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲା । ଏନେଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ତେବେ ମହିଳାଙ୍କ ମୃତ୍ୟୁ କିପରି ହୋଇଥିଲା । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ଟ୍ରେନ୍ ଧକ୍କାରେ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଂଚି ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login