The Ultimate Managed Hosting Platform
ADVERTISEMENT

ରୋଗୀ ନେଇ ଯିବା ବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ

Facebook
Twitter
LinkedIn

ପିପିଲି : ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ । ପିପିଲି ସେଲଫି ପଏଣ୍ଟ ନିକଟରେ ଲାଗିଲା ନିଆଁ । ରୋଗୀ ସୁରକ୍ଷିତ ଥିବା ସୂଚନା ରହିଛି । ଅଳ୍ପକେ ବର୍ତିଲେ ରୋଗୀଙ୍କ ସମେତ ଆମ୍ବୁଲାନ୍ସର କର୍ମଚାରୀ । ନିଆଁ ଲାଗି ଯାଇଥିବା ଜାଣିବା ପରେ ରୋଗୀଙ୍କୁ ସୁରକ୍ଷିତ ଭାବେ ଆମ୍ବୁଲାନ୍ସରୁ ବାହାରକୁ ଅଣାଯାଇଛି । ଡେଲାଙ୍ଗରୁ ଜଣେ ସାପ କାମୁଡା ରୋଗୀକୁ ନେଇ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସରେ ଏହି ଘଟଣା ଘଟିଛି । ହଠାତ୍ ଗାଡିର ଭିତର ପାର୍ଶ୍ୱ ଗରମ ହୋଇଯିବା ସହ ସେଥିରୁ ଧୁଆଁ ବାହାରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login