The Ultimate Managed Hosting Platform
ADVERTISEMENT

ରୋଲରରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ ଘଟଣା, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା ରାଶି

Facebook
Twitter
LinkedIn

ଭୁବନେଶ୍ୱର : କାମାକ୍ଷାନଗର ରେକୁଳାରେ ସଡ଼କ ଦୁର୍ଘଟଣାରେ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କାମାକ୍ଷାନଗର ବିଧାୟକ, ଉପଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ୩୦ହଜାର ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ । ପୂର୍ତ୍ତ ବିଭାଗରେ କାର୍ୟ୍ୟରତ ଥିବା କ୍ଷୀରୋଦ ସାହୁଙ୍କ ପରିବାର ଜଣଙ୍କୁ ଚାକିରି ଦେବାକୁ ପ୍ରତିଶୃତି ଦେଇଛନ୍ତି । କ୍ଷତିପୂରଣ ମିଳିବା ପରେ ରାସ୍ତାରୋକ ହଟିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login