The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଲିଟେରାରୀ ଟ୍ରଷ୍ଟର ୯ମ ସାହିତ୍ୟ ଉତ୍ସବ

Facebook
Twitter
LinkedIn

ଗଞ୍ଜାମ : ଗଞ୍ଜାମ ଜିଲ୍ଲା କବିତାଘର ଲିଟେରାରୀ ଟ୍ରଷ୍ଟର ନବମ ବାର୍ଷିକ ଉତ୍ସବ ସଭାପତି ଡ଼ଃ ରାଜେନ୍ଦ୍ର କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଗୋପାଳପୁର ଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ବିଶିଷ୍ଟ ସାହିତ୍ୟିକା ମମତା ଦାଶ, ସମ୍ମାନିତ ଅତିଥି ଭାବେ ରାୟଗଡ଼ାର ସୁଶାନ୍ତ କୁମାର ନାୟକ, ନିମନ୍ତ୍ରିତ ଅତିଥି ଭାବେ ଗଞ୍ଜାମ ଡେପୁଟି କଲେକ୍ଟର ଦୟାସିନ୍ଧୁ ପରିଡ଼ା ଉପସ୍ଥିତ ଥିବାବେଳେ ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର ଉପସ୍ଥିତ ରହି କାର୍ୟ୍ୟକ୍ରମକୁ ଉଦଘାଟନ କରିଥିଲେ । ଏଥିରେ ପ୍ରାୟ ୫୦ରୁ ଉଦ୍ଧ୍ୱର୍ କବି ନିଜେ ନିଜର କବିତା ପାଠ କରିଥିବା ବେଳେ ସଂଗୀତ ଓ ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ପ୍ରମୋଦ କୁମାର ପଣ୍ଡା, ସରୋଜକାନ୍ତ ରଥ, ଭାଗିରଥି ବେହେରା, ବିଦେଶୀ ନାୟକ, ସୁଧାଂଶୁ ଶେଖର ସାହୁ, ଜ୍ୟୋସ୍ନା କୁମାରୀ ପ୍ରଧାନ ପ୍ରମୁଖ କାର୍ୟ୍ୟକ୍ରମକୁ ପରିଚାଳନା କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login