The Ultimate Managed Hosting Platform
ADVERTISEMENT

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ଭଦ୍ରକ : ଲିଫ୍ଟରେ ଚାପିହୋଇ ରୋଗୀଙ୍କ ମୃତ୍ୟୁ । ଭଦ୍ରକ ଜିଲ୍ଲା ହସ୍ପିଟାଲରେ ଅଭାବନୀୟ ଘଟଣା ଘଟିଛି । ମହିଳା ରୋଗୀଙ୍କ ଜଣଙ୍କ ଶ୍ୱାସ ଓ ଥାଇରଡ ରୋଗରେ ଆକ୍ରାନ୍ତ ହୋଇଥିବାରୁ ଭଦ୍ରକ ହସ୍ପିଟାଲକୁ ଆସିଥିଲେ । ଆଉଟ ଡୋରରେ ଥିବା ଡାକ୍ତର ତାଙ୍କୁ ଆଡମିସନ କରିଥିଲେ । ମହିଳା ଜଣଙ୍କୁ ଫିମେଲ ମେଡ଼ିସିନ ୱାର୍ଡକୁ ଲିଫ୍ଟରେ ନିଆ ଯାଉଥିବା ବେଳେ ହଟାତ ସେନସର ଫେଲ ଯୋଗୁ ଲିଫ୍ଟ ଡୋରରେ ଚାପି ହୋଇଯାଇଥିଲେ । ଘଟଣାସ୍ଥଳର ମହିଳାଙ୍କ ମୃତ୍ୟୁ ଘଟିଛି । ମହିଳାଙ୍କ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ପରିସ୍ଥିତି ନିୟନ୍ତ୍ରଣ ନେଇ ହସ୍ପିଟାଲ ପରିସରରେ ଗୋଟିଏ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login