The Ultimate Managed Hosting Platform
ADVERTISEMENT

ଲିଫ୍ଟ ମାଗି ସୁଟିଂ ସେଟରେ ପହଁଚିଲେ ବିଗ୍ ବି

Facebook
Twitter
LinkedIn

ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ତଥା ବିଗ ବି ଅମିତାଭ ବଚ୍ଚନ । ନିଜର ଚମତ୍କାର ଅଭିନୟ ପାଇଁ ବିଗ୍-ବି ଯେତିକି ଜଣାଶୁଣା ତାଙ୍କର ବ୍ୟବହାର ଓ ସମାୟାନୁବର୍ତ୍ତୀତା ପାଇଁ ସେ ସେତିକି ପରିଚିତ । ମାତ୍ର ନିକଟରେ ଅମିତାଭ ତାଙ୍କ ସୁଟିଂ ପାଇଁ ଯିବା ସମୟରେ ଟ୍ରାଫିକ୍ ଜାମ୍ ହୋଇଥିଲା । ଆଉ ସେଥିପାଇଁ ଅମିତାଭଙ୍କୁ ଅଟକିବାକୁ ପଡ଼ିଥିଲା । ପ୍ରବଳ ଟ୍ରାଫିକ୍ ଜାମ୍ ହେତୁ ତାଙ୍କ କାର୍ ଆଗକୁ ବଢ଼ିବାରେ ସକ୍ଷମ ହୋଇପାରିନଥିଲା । ଫଳରେ ସେ ଜଣେ ଅଜ୍ଞାତ ଯୁବକଙ୍କୁ ଲିଫ୍ଟ ମାଗିବା ସହ ତାଙ୍କ ବାଇକ୍ରେ ଯାଇ ସୁଟିଂ ସେଟ୍ରେ ପହଞ୍ଚିଥିଲେ । ପରେ ତାଙ୍କୁ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଧନ୍ୟବାଦ ଜଣାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ

ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣା ; ଆହୁରି କଡା ଚେକିଂ ହେବ -ଆଇନମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା । ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ କହିଲେ ଆଇନମନ୍ତ୍ରୀ । ଏହା ଜାଣିବା...

Login