The Ultimate Managed Hosting Platform
ADVERTISEMENT

ଶଙ୍କର ପୃଷ୍ଟିକୁ ଛଡାଯିବନି ; ବାବୁ ସିଂ

Facebook
Twitter
LinkedIn

ଭୁବନେଶ୍ୱର : ନିଯୁକ୍ତି ମହାଘୋଟାଲା ନେଇ ବିଜେପି ବିଧାୟକ ବାବୁ ସିଂଙ୍କ ବଡ ବୟାନ । ଶଙ୍କର ପୃଷ୍ଟି ହେଉ କି ସୁବ୍ରତ ଛାଟୋଇ କାହାକୁ ଛଡାଯିବନି କହିଲେ ବାବୁ ସିଂ । ଯେଉଁଠି ଚାଦର ଘୋଡାଇ ହୋଇ ଲୁଚିଲେ ବି ଜମା ଛଡାଯିବନି । ଶଙ୍କର ପୃଷ୍ଟିକୁ ବ୍ରହ୍ମପୁର ଅଫିସ ବିଜେଡି ନେତାଙ୍କ ଘର ନୁହେଁ ତ ? ବିଗତ ଦିନରେ ଅତୀତର ସରକାର ଅମଳରେ ଦୁର୍ନୀତି ବଢିଥିଲା । କେବଳ ଛୋଟ ମାଛ ନୁହେଁ, ବଡ ମାଛଙ୍କ ସମୟ ଆସୁଛି । ସୁବ୍ରତ ଛାଟୋଇଙ୍କୁ ବିଜେଡି ନେତା ଛଡା ଧରି ସୁରକ୍ଷା ଦେଉଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login