The Ultimate Managed Hosting Platform
ADVERTISEMENT

ଶିଳରେ ଛେଚି ସ୍ୱାମୀର ଜୀବନ ନେଲା ସ୍ତ୍ରୀ !

Facebook
Twitter
LinkedIn

କେନ୍ଦୁଝର : ଶିଳରେ ଛେଚି ସ୍ୱାମୀର ଜୀବନ ନେଲା ସ୍ତ୍ରୀ । ଶୋଇଥିବା ବେଳେ ଏଭଳି କାଣ୍ଡ ରଚିଲା ସ୍ତ୍ରୀ । ଯୋଡା ଥାନା ୨ନଂ ୱାର୍ଡର ତଲକହାଟିଂରେ ହତ୍ୟାକାଣ୍ଡ । ଘରୋଇ କଳିରୁ ଏଭଳି କାଣ୍ଡ ଘଟିଛି । ଅଭିଯୁକ୍ତ ସ୍ତ୍ରୀକୁ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login