The Ultimate Managed Hosting Platform
ADVERTISEMENT

ଶିଳ୍ପ କରି ନଥିଲେ ଜମି ଫେରାଅ ; ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଜମି ନେଇ ଶିଳ୍ପ ପ୍ରତିଷ୍ଠା କରି ନ ଥିଲେ ଫେରାଇ ଆଣିବେ ରାଜ୍ୟ ସରକାର । ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଯେଉଁ ମାନେ ଅଧିକ ଜମି ନେଇ ବ୍ୟବହାର କରି ନାହାନ୍ତି ଫେରାଇବେ । ୨ ମାସରେ ତାଲିକା ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କୁ ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

ADVERTISEMENT

Login