ଗଞ୍ଜାମ : ଗଞ୍ଜାମ ଜିଲ୍ଲାର ଶେରଗଡକୁ ଏନଏସି ମାନ୍ୟତା । ଏନଏସି ମାନ୍ୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଶେରଗଡ ସଭାରେ ସମ୍ବୋଧନ ବେଳେ ଘୋଷଣା । ଆପଣଙ୍କ ସହଯୋଗରେ ହିଞ୍ଜିଳି ଶେରଗଡ ନିର୍ବାଚନମଣ୍ଡଳୀ ଏକ ଆଦର୍ଶ ନିର୍ବାଚନମଣ୍ଡଳୀ ହୋଇପାରିଛି । ବିକାଶ କ୍ଷେତ୍ରରେ ହିଞ୍ଜିଳି ଶେରଗଡ ଦେଶର ଶ୍ରେଷ୍ଠ ବ୍ଲକ ଭାବେ ନୂତନ ପରିଚୟ ହାସଲ କରିଛି । ହିଞ୍ଜିଳି ଶେରଗଡର ସବୁ ଘରକୁ ପାଇପ ଯୋଗେ ପାନୀୟ ଜଳ ଓ ଜମିକୁ ଜଳସେଚନ କରାଯାଉଛି । ଆପଣଙ୍କ ଆଶୀର୍ବାଦ ମୋତେ ଓଡ଼ିଶାର ସେବା କରିବାକୁ ଶକ୍ତି ଓ ସୁଯୋଗ ଦେଇଛି । ସେଥିପାଇଁ ମୁଁ ସବୁବେଳେ ହିଞ୍ଜିଳି ଶେରଗଡବାସୀଙ୍କ ପାଖରେ ଋଣୀ ।
Views: 88