ଜଗତସିଂହପୁର :ଜଗତସିଂହପୁର ଜିଲ୍ଲାର ସର୍ବ ପୁରାତନ ଓ ସୁନାମଧନ୍ୟ ବିଦ୍ୟାଳୟ ଶ୍ରୀକୃଷ୍ନ ଏକାଡେମୀର ୮୯ ତମ ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପୁରାତନ ଛାତ୍ର ସଭାପତି ତଥା ନାଇଜର କୂଳସଚିବ ଡ଼ଃ ଅଭୟ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥିଭାବେ ବିଶିଷ୍ଟ ସହିତ୍ୟକ ତଥା ବାଗ୍ମୀ ପ୍ରଫେସର ଶାନ୍ତନୁ କୁମାର ଆଚାର୍ୟ୍ୟ, ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତ୍ୟକ ଶ୍ରୀଯୁକ୍ତ ବୈଷ୍ଣବ ଚରଣ ମହାନ୍ତି ,ବିଜୟ କୁମାର ପାତ୍ର ଯୋଗଦେଇଥିଲେ ନିମନ୍ତ୍ରିତ ଅତିଥିମାନେ ନିଜ ନିଜ ବକ୍ତବ୍ୟରେ ଶ୍ରୀକୃଷ୍ନ ଏକାଡେମୀର ଐତିହ ଓ ଶିକ୍ଷାଦାନ କ୍ଷେତ୍ରରେ ସଫଳତା ସମ୍ପର୍କରେ ସୂଚନା ଦେବା ସହିତ ଭବିଷ୍ୟତରେ ଏହି ବିଦ୍ୟାଳୟ ଆହୁରି ସୁନାମ ଅର୍ଜନ କରିବ ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ପ୍ରତିଷ୍ଠା ଉତ୍ସବ କାର୍ୟ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମିହିର କୁମାର ପାଲ , ପୁରାତନ ଛାତ୍ର ସଂସଦର ସମ୍ପାଦକ ସନାତନ ଖୁଣ୍ଟିଆ , ଭାରପ୍ରାପ୍ତ ପ୍ରଧାନଶିକ୍ଷକ ରମାକାନ୍ତ ପତି ଉପସ୍ଥିତ ଥିଲେ । ସଭା ଶେଷରେ ସାଂସ୍କୃତିକ କାର୍ୟ୍ୟକ୍ରମ ହୋଇଥିଲାଓ ସ୍କୁଲରେ ଭଲ ପଦରସନ୍ କରିଥିବା ଛାତ୍ର ମାନଙ୍କୁ ପୁରସ୍କୃତ କରାଯିବା ସହିତ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ସ୍କୁଲର ବହୁ ଛାତ୍ର ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସଭାରେ ଯୋଦେଇଥିଲେ ।
ଶ୍ରୀକୃଷ୍ନ ଏକାଡେମୀର ୯୮ ତମ ପ୍ରତିଷ୍ଠା ଉତ୍ସବ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











