The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିରକୁ ବାହାରିଲା ପ୍ରଥମ ରଥକାଠ

Facebook
Twitter
LinkedIn

ଦଶପଲ୍ଲା : ପୁରୀ ଶ୍ରୀମନ୍ଦିରକୁ ବାହାରିଲା ପ୍ରଥମ ରଥକାଠ । ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ୩ଟି ଟ୍ରକରେ ୧୦୧ ଖଣ୍ଡ କାଠ ପୁରୀ ଗଲା । ପ୍ରଥମ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ ଓ ୫୩ ଖଣ୍ଡ ଧଉରା କାଠ ଗଲା । ସରସ୍ୱତୀ ପୂଜା ପୂର୍ବରୁ ରଥଖଳାରେ କାଠ ପହଁଚିବା ବିଧି ରହିଛି । ଡିସେମ୍ବର ୧୬ ତାରିଖରେ ପୁରୀରୁ ୩ଜଣ ସେବାୟତ ଆଜ୍ଞାମାଳ ଧରି ନୟାଗଡ ଡିଏଫଓଙ୍କ ନିକଟରେ ପହଂଚିଥିଲେ । ୧୭ ତାରିଖ ଦିନ ଗଣିଆ ନିକଟସ୍ଥ ବଡରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ପରେ ରଥ କାଠ କଟା ଆରମ୍ଭ ହୋଇଥିଲା । ଚଳିତବର୍ଷ ଜୁନ୍ ୨୭ ତାରିଖରେ ରଥଯାତ୍ରା ପାଳନ କରାଯିବ । ଏହି ବର୍ଷ ୧୭୮ ଥର ଲାଗି ରଥ ଟଣାଯିବ । ଲକ୍ଷ ଲକ୍ଷ ଭକ୍ତ ବଡ଼ଦାଣ୍ଡରେ ଏକାଠି ହେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login