The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିରକୁ RED ZONE ଘୋଷଣା

Facebook
Twitter
LinkedIn

ପୁରୀ : ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବା ପାଇଁ ପଦକ୍ଷେପ । RED ZONE ଅବଧି ୩ ବର୍ଷ ରହିଛି । ୨୦୨୮ ସେଫ୍ଟେମ୍ବର ୨୫ ବୈଧତା । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋ ଫ୍ଲାଇଂ ଜୋନ ଘୋଷଣା କରାଯାଇଥିଲା । ଏବେ RED ZONE ଘୋଷଣା ହେବା ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି। ଗତକାଲି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ବେଳେ ପୁରୀ ଏସପିଙ୍କ ନିର୍ଦ୍ଦେଶକ୍ରମେ ଅପରେଟ୍ କରୁଥିବା ଅପରେଟରକୁ ଧରିବାରେ ପୁରୀ ପୋଲିସ ସଫଳ ହୋଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login