The Ultimate Managed Hosting Platform
ADVERTISEMENT

ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ନବରଙ୍ଗପୁର : ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ଚାଲିଗଲା ଜୀବନ । ପାଇଖାନା ଟାଙ୍କିରେ କାମ କରିବା ବେଳେ ୪ ଜଣଙ୍କର ମୃତ୍ୟୁ । ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡା ଗାଁରେ ଅଭାବନୀୟ ଘଟଣା । ଶ୍ରମିକଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲେ ଅଗ୍ନିଶମ ବାହିନୀ । ଘଟଣାସ୍ଥଳରେ ୩ ଓ ମେଡିକାଲରେ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login