ଛତ୍ରପୁର : ଷଣ୍ଢ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ ।ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ବଡ ମାଧପୁର ଗାଁରେ ଷଣ୍ଢ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ବି. କାମିଲି ପାତ୍ର । କାମିଲି ସକାଳୁ ଘରୁ କୈାଣସି କାମରେ ଯାଉଥିବା ବେଳେ ଷଣ୍ଢ ତାଙ୍କୁ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ହିଁ ବୃଦ୍ଧାଙ୍କର ମୃତ୍ୟୁ ଘଙ୍କିଥିଲା । ଘଟଣାସ୍ଥଳ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।
Views: 69