The Ultimate Managed Hosting Platform
ADVERTISEMENT

ସବୁ ରାଜସ୍ୱ ଅଫିସରେ ଲାଗିବ ବାୟୋମେଟ୍ରିକ

Facebook
Twitter
LinkedIn

ଭୁବନେଶ୍ୱର : କର୍ମଚାରୀଙ୍କ ଉପସ୍ଥାନ ପାଇଁ ସବୁ ରାଜସ୍ୱ ଅଫିସରେ ଲାଗିବ ବାୟୋମେଟ୍ରିକ । ଏ ନେଇ ସବୁ ଜିଲ୍ଲାପାଳଙ୍କୁ ରାଜସ୍ୱ ଓ ବିପ ର୍ଯ୍ୟୟ ପରିଚାଳନା ବିଭାଗର ଚିଠି । ଅଧିକାଂଶ ଷ୍ଟାଫ ଓ ଅଫିସର ମାନେ ବିଳମ୍ବିରେ ଆସୁଥିବାରୁ ପଦକ୍ଷେପ । ଯେଉଁ ସବୁ ସରକାରୀ ଅଫିସରେ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ନାହିଁ ସେଠାରେ ତୁରନ୍ତ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା କରିବାକୁ କୁହାଯାଇଛି । ସବୁ ବିଭାଗ ବାୟୋମେଟ୍ରିକ ବ୍ୟବସ୍ଥା କାର୍ୟ୍ୟକ୍ଷମ ନେଇ ସୁନିଶ୍ଚିତ କରିବାକୁ କୁହାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କନିଷ୍ଠ କର୍ମଚାରୀଙ୍କଠାରୁ ଆରମ୍ଭ କରି ସର୍ବୋଚ୍ଚ ପଦବୀରେ ଥିବା ଅଧିକାରୀଙ୍କ ପାଇଁ ଏହା ଲାଗୁ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

କଟକ : ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି ନିହାର ରଞ୍ଜନ ମହାନ୍ତି । ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଭାଇରଲ ଘଟଣାରେ ଗିରଫ ପରେ...

ADVERTISEMENT

Login