The Ultimate Managed Hosting Platform
ADVERTISEMENT

ସମ୍ବଲପୁରରେ ବ୍ୟାପିଲା ଝାଡାବାନ୍ତି , ଜଣେ ମୃତ ୩୯ ଆକ୍ରାନ୍ତ

Facebook
Twitter
LinkedIn

ସମ୍ବଲପୁର : ମହମ୍ମଦପୁରରେ ବ୍ୟାପିଲା ଝାଡାବାନ୍ତି । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୯ ଜଣ ଆକ୍ରାନ୍ତ ହେଲେଣି । ସମସ୍ତ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି । ଅନ୍ୟ ୩୮ ଜଣଙ୍କ ମଧ୍ୟରୁ ୪ଜଣ ବୁର୍ଲା ଭିମ୍ସାରେ ଭର୍ତ୍ତି ହୋଇଛନ୍ତି । ମୃତକଙ୍କ ନାମ ହେଲେ ରବି ତିର୍କୀ । ସୂଚନା ଅନୁସାରେ ଗତ ୧୩ ତାରିଖରୁ ବ୍ୟାପୁଛି ଝାଡାବାନ୍ତି । ଆଜି ପୁଣି ୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି । ସେପଟେ ଏହି ଘଟଣା ଘଟିବା ପରେ ୨ଟି ମେଡିକାଲ ଟିମ୍ ସେଠାରେ ଡେରା ପକାଇଥିବାବେଳେ ଚିକିତ୍ସା ଚାଲିଛି । ଅନ୍ୟ ସବୁ ଆକ୍ରାନ୍ତ ହୀରାକୁଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login