The Ultimate Managed Hosting Platform
ADVERTISEMENT

ସାନ ଭାଇର ଲୁହା ଛଡରେ ବଡ ଭାଇର ଚାଲିଗଲା ଜୀବନ

Facebook
Twitter
LinkedIn

ସୁନ୍ଦରଗଡ : ଭାଇର ଲୁହା ଛଡରେ ଭଉଣୀର ଗଲା ଜୀବନ । ସୁନ୍ଦରଗଡ ଜିଲ୍ଲା ମହୁଲପଦା ଥାନାର ଜିନକଳା ଗାଁରେ ଘଟିଛି ଘଟଣା । ସେୂଚନା ଅନୁଯାୟୀ , ସାନଭାଇ ବିଜୟ ମାହାନ୍ତ ଓ ତାର ସ୍ତ୍ରୀ ମଧ୍ୟରେ ଝଗଡା ହେଉଥିବା ଦେଖି ବଡ ବାପା ଝିଅ ବଡ ଭଉଣୀ ହେମଗିରି ମାହାନ୍ତ ମଧ୍ୟସ୍ତି କରୁଥିଲେ । ଏହାକୁ ନେଇ ଭାଇ ବିଜୟ ଉତ୍ୟକ୍ତ ହୋଇ ଏକ ଲୁହାଛାଡ଼ରେ ଭଉଣୀ ହେମଗିରି ମୁଣ୍ଡକୁ ଆକ୍ରମଣ କରିଥିଲା । ଫଳରେ ଘଟଣାସ୍ଥଳରେ ଭଉଣୀ ଟଳି ପଡ଼ିଥିଲେ । ଭାଇ ବିଜୟ ନିଜେ ଚିକିତ୍ସା ପାଇଁ ବଣାଇ ଡାକ୍ତରଖାନାକୁ ଆଣିଥିଲା ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଉ ୩ ଜିଲ୍ଲାକୁ ଗଡିବ ମୋ ବସ୍

ଏଣିକି ଆମ ବସରେ ଯାତ୍ରା କରିବେ କ୍ରୁଟ ଅଧିକାରୀ , ଡ୍ରାଇଭରଙ୍କ ପାଖରେ ବସି ଯାତ୍ରୀଙ୍କ ନେବେ ମତାମତ

ଭୁବନେଶ୍ୱର : ଆମ ବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ଯାତ୍ରା ଅଭିଜ୍ଞତା ବୃଦ୍ଧି ନେଇ କ୍ରୁଟ୍ ପକ୍ଷରୁ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । କ୍ରୁଟ୍...

ADVERTISEMENT
ସ୍ୱୟଂ ସହାୟକ ଗୋଷ୍ଠିକୁ ମୋଦିଙ୍କ ୧୦୦୦ କୋଟି ଟଙ୍କା ଭେଟି

ଟ୍ରମ୍ପଙ୍କୁ ମୋଦିଙ୍କ କଡା ବାର୍ତ୍ତା , ଭାରତ କାହା ଆଗରେ ମୁଣ୍ଡ ନୁଆଁଇବ ନାହିଁ

ନୂଆଦିଲ୍ଲୀ : ଟାରିଫ ବିବାଦ ମଧ୍ୟରେ ପରୋକ୍ଷରେ ଟ୍ରମ୍ପଙ୍କୁ ମୋଦିଙ୍କ କଡା ବାର୍ତ୍ତା । ଚାଷୀଙ୍କ ସ୍ୱାର୍ଥ ସହ କେବେ ସାଲିସ କରାଯିବ ନାହିଁ କହିଲେ ମୋଦି...

Login