ୟୁପି : ମହାକୁମ୍ଭ ଆଜି ଔପଚାରିକ ଭାବେ ସମାପନ ହେଉଛି । ଏହି ଅବସରରେ ସିଏମ ଯୋଗୀ ପ୍ରୟାଗରାଜରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରୟାଗରାଜରେ ପହଞ୍ଚି ଗଙ୍ଗାର ଅରୈଲ ଘାଟ ସଫା କରୁଥିବାର ନଜର ଆସିଥିଲେ । ଏହା ପରେ ସିଏମ ଯୋଗୀ ମହାକୁମ୍ଭରେ ଲୋକଙ୍କୁ ସେବା କରୁଥିବା ସଫେଇକର୍ମଚାରୀ, ସ୍ବାସ୍ଥ୍ୟକର୍ମୀ ନାବିକଙ୍କୁ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ମହାକୁମ୍ଭରେ ସେବା ଦେଉଥିବା ସଫେଇକର୍ମଚାରୀଙ୍କୁ ୧୦ ହଜାର ଟଙ୍କା ବୋନସ ଦେବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
Views: 26