The Ultimate Managed Hosting Platform
ADVERTISEMENT

ସିଙ୍ଗାପୁରରେ କୋଭିଡ ସଂକ୍ରମଣ ବଢିବା ପ୍ରସଙ୍ଗ , “ଦୀର୍ଘଦିନ ହେଲା କୋଭିଡ କେସ ଆସିନି”

Facebook
Twitter
LinkedIn

ଭୁବନେଶ୍ୱର : ହଂକଂ , ସିଙ୍ଗାପୁରରେ କୋଭିଡ ସଂକ୍ରମଣ ବଢିବା ପ୍ରସଙ୍ଗ । ଜନସ୍ୱାସ୍ଥ୍ୟ ନିଦେ୍ର୍ଦଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ପ୍ରତିକ୍ରିୟା । ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଡବ୍ଲ୍ୟୁଏଚଓ ସହ ଆଲୋଚନା କରିଛି । ସେମାନେ କୈାଣସି କେସ ରିପୋର୍ଟ କରିନାହାନ୍ତି । କେନ୍ଦ୍ର ସହ ଯୋଗାଯୋଗରେ ଅଛନ୍ତି ରାଜ୍ୟ ସରକାର । ଆମକୁ ଆଲର୍ଟ ରହିବାକୁ କୁହାଯାଇଛି । ସେ କହିଛନ୍ତି, ଏହା ନୂଆ ଭାରିଆଣ୍ଟ ନୁହେଁ। ରୋଗ ପ୍ରତିରୋଧ କ୍ଷମତା କମିଗଲେ କରୋନା ସଂକ୍ରମଣ ହେଉଛି। ଏଥିଲାଗି ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଷ୍ଟିଂ ଚାଲିଛି। ଭୟଭୀତ ହେବାର କୌଣସି କାରଣ ନାହିଁ। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସହ ରାଜ୍ୟ ସରକାର ଯୋଗାଯୋଗରେ ଅଛନ୍ତି। କେନ୍ଦ୍ର ସରକାରଙ୍କ ସହ ମଧ୍ୟ କୋଭିଡ ନେଇ ରାଜ୍ୟ ସରକାର ଯୋଗାଯୋଗ କରୁଛନ୍ତି। କୌଣସି ଗାଇଡଲାଇନ୍ ଆସିଲେ, ତାକୁ କାର୍ୟ୍ୟକାରୀ କରାଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login