The Ultimate Managed Hosting Platform
ADVERTISEMENT

ସିଡିଓ ଓ ବିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ

Facebook
Twitter
LinkedIn

ଭୁବନେଶ୍ୱର : ସିଡିଓ ଓ ବିଡିଓ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ଚେତାବନୀ । ସେକାଳ ପଖାଳ ଆଉ ନାହିଁ , ଆପଣଙ୍କୁ ଯଥେଷ୍ଟା କ୍ଷମତା ଦିଆଯାଇଛି । କାହା ଚାପରେ କାମ କରିବେନି , ଲୋକଙ୍କ କାମ କରିବେ । ମୋ ଛୋଟ ବ୍ରେନରେ ସବୁ ସେଭ ହୋଇ ରହିଛି । ଯଦି ପୁରୁଣା ଅଭ୍ୟାସ ରଖିବେ କିଏ କ୍ଷମା ଦେବ ଆପଣଙ୍କୁ । ମୁଁ କ୍ଷମା ଦେବନି , ଆମ ଲାଇନରେ ସେଟଅପ ହେବାକୁ ପଡିବ । ମୁଁ ଆଦିବାସୀ ଲୋକ , ମୋ ସରଳତାକୁ ଦୁର୍ବଳତା ଭାବନ୍ତୁ ନାହିଁ । ଜିଲ୍ଲାପାଳଙ୍କ ଜରିଆରେ ବିଡିଓଙ୍କ ରିମୋର୍ଟ କାର୍ଡ ମଗାଯିବ । ବିଧାୟକ ଅଭିଯୋଗ କରୁଛନ୍ତି ବିଡିଓ ଆମ କଥା ଶୁଣୁ ନାହାନ୍ତି । ଆଶା କରୁଛି ଏହାକୁ ସୁଧାରି ନେବେ ।
“କିଛି ବିଡିଓ ମୋ ସହ ଭଲ ସମ୍ପର୍କ ରଖିନାହାନ୍ତି । ଭିଡିଓ କନଫରେନ୍ସରେ ମୋ ଭାଷଣ ଆସିଲେ, ଟିଭି ବନ୍ଦ କରିଦେଉଛନ୍ତି । ଲୋକଙ୍କୁ ପଳାଇବାକୁ କହୁଛନ୍ତି । ଏହାପରେ ପରିସ୍ଥିତି କଣ ହେବ ଆପଣମାନେ ଜାଣିଛନ୍ତି । ମୁଖ୍ୟମନ୍ତ୍ରୀ ଭିସିରେ ଭାଷଣ ଦେଉଥିବା ସମୟରେ ଟିଭି ବନ୍ଦ କରିଦେବାକୁ ମୁଁ କ୍ଷମା ଦେବିନି । ମୁଁ ଆଦିବାସୀ, ତଳୁ ଆସିଛି, ମୋ ସରଳତା ମୋ ଦୁର୍ବଳତା ନୁହେଁ । ମୁଁ ହାର୍ଡ ନିଷ୍ପତ୍ତି ବି ନେଇପାରେ”, ଗୁରୁବାର ଏଭଳି କିଛି କଥା କହିବା ସହିତ ବିଡିଓଙ୍କୁ ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login