The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସୁନ୍ଦରଗଡରେ ଆଉ ୧୦ ସ୍କ୍ରବ୍ ଟାଇଫସ

Facebook
Twitter
LinkedIn

ସୁନ୍ଦରଗଡ : ସୁନ୍ଦରଗଡରେ ଆଉ ୧୦ ସ୍କ୍ରବ୍ ଟାଇଫସ ପଜିଟିଭ ଚିହ୍ନଟ । ଚିହ୍ନଟ ନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲାରେ ସ୍କ୍ରବ ଟାଇଫଓ ପଜିଟିଭ ସଂଖ୍ୟା ୧୯୩କୁ ବୃଦ୍ଧି । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ମହଜୁଦ ଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଏହାସହ ଲୋକଙ୍କୁ ସଚେତନ କରାଯିବା ସହ ଟେଷ୍ଟିଂ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login