The Ultimate Managed Hosting Platform
ADVERTISEMENT

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

Facebook
Twitter
LinkedIn

ନୂଆଦିଲ୍ଲୀ : ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ । ଅଗଷ୍ଟ ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ଅଗଷ୍ଟ ୨୫ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ । ଆବଶ୍ୟକ ହେଲେ ସେପ୍ଟେମ୍ବର ୯ରେ ନିର୍ବାଚନ । ସେପ୍ଟେମ୍ବର ୯ରେ ସକାଳ ୧୦ରୁ ସନ୍ଧ୍ୟା ୫ ଯାଏଁ ଭୋଟ ଗ୍ରହଣ । ୨୧ ତାରିଖରେ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ । ୨୨ ତାରିଖରେ ରାଷ୍ଟ୍ରପତି ଇସ୍ତଫା ଗ୍ରହଣ କରିଥିଲେ । ଏହା ପରେ ଖାଲି ପଡିଛି ଦେଶର ଦ୍ବିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦବୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login