The Ultimate Managed Hosting Platform
ADVERTISEMENT

ସୈାମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି

Facebook
Twitter
LinkedIn

ଭୁବନେଶ୍ୱର : ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି। ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି । ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରିବା ପାଇଁ ଦାବି କରିଛି ଦଳ । ସୌମ୍ୟାଶ୍ରୀଙ୍କ ପରିବାରକୁ ୨ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି । ସେହିଭଳି ବିଜେଡ଼ି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ସୌମ୍ୟାଶ୍ରୀ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯାଉ । ଏବଂ ସେ ଝିଅ କୁ କେଉଁ ଏବିଭିପିର ପିଲା ପେଟ୍ରୋଲ ଦେଲେ ତାର ତଦନ୍ତ ହେଉ । ଆଜିଠୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ରେ ଦୁର୍ବାର ଆନ୍ଦୋଳନ ର ଡାକରା ଦେଉଛି ବିଜୁ ଯୁବ ଓ ଛାତ୍ର ଜନତା ଦଳ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login