The Ultimate Managed Hosting Platform
ADVERTISEMENT

ସ୍କୁଟି ଚାଳକଙ୍କୁ ଧକ୍କା ଦେଲା ମୋ ବସ, ଫାୟାର ଷ୍ଟେସନ ଛକରେ ଦୁର୍ଘଟଣା

Facebook
Twitter
LinkedIn

ଭୁବନେଶ୍ୱର : ସ୍କୁଟି ଚାଳକଙ୍କୁ ଧକ୍କା ଦେଲା ମୋ ବସ । ଭୁବନେଶ୍ୱର ଫାୟାର ଷ୍ଟେସନ ଛକ ବିବେକାନନ୍ଦ ହସ୍ପିଟାଲ ନିକଟରେ ଦୁର୍ଘଟଣା । ସ୍କୁଟି ଚାଳକଙ୍କୁ ଧକ୍କା ଦେଲା ମୋ ବସ୍ । ଫଳରେ ସ୍କୁଟି ଚାଳକ ଗୁରୁତର ଭାବରେ ଆହତ ହୋଇଛନ୍ତି । ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ ଦୁର୍ଘଟଣା ଘଟାଇଥିବା ମୋ ବସ୍ କୁ ଅଟକ ରଖି ପୋଲିସ ଛାନଭିନ୍ ଜାରି ରଖିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଡାକ୍ତର ରାଉଳ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞଙ୍କୁ ବେଷ୍ଟ ସର୍ଜନ ଭାବେ ରାଜ୍ୟସ୍ତରରେ ପୁରସ୍କୃତ

ଡାକ୍ତର ରାଉଳ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞଙ୍କୁ ବେଷ୍ଟ ସର୍ଜନ ଭାବେ ରାଜ୍ୟସ୍ତରରେ ପୁରସ୍କୃତ

ନବରଙ୍ଗପୁର : ବେଷ୍ଟ ସର୍ଜନ ଭାବେ ନବରଙ୍ଗପୁର ଜିଲା ଉମରକୋଟ ଉପଖଣ୍ଡ ଚିକିତ୍ସାଳୟ ର ସ୍ତ୍ରୀ ଓ ପ୍ରସୂତି ବିଭାଗ ର ଡାକ୍ତର ସୁମନ୍ତ ରାଉଳଙ୍କୁ ରାଜ୍ୟ...

ADVERTISEMENT
ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ !

ଭୁବନେଶ୍ୱର : ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ । ଏଫଏମ ମହାବିଦ୍ୟାଳୟର ଗେଟ ସମ୍ମୁଖରେ ଅଭାବନୀୟ ଘଟଣା । ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ...

Login