The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସ୍ତ୍ରୀକୁ ନିର୍ମମ ହତ୍ୟା

Facebook
Twitter
LinkedIn

ବସ୍ତା : ସ୍ତ୍ରୀକୁ ହାଣଲା ସ୍ୱାମୀ । ଯାହା ମଥାରେ ସିନ୍ଦୁର ଦେଇ ସାତ ଜନ୍ମର ସାଥୀ କରି ଆଣିଥିଲା , ତାର ଜୀବନ ନେବାକୁ ପଛାଇଲା ନାହିଁ । ପାରିବାରିକ କଳହରୁ ସ୍ତ୍ରୀକୁ ବୀଭତ୍ସ ହତ୍ୟା କରିଛି ସ୍ୱାମୀ । ବସ୍ତା ଥାନା ପାଳସିଆ ଗାଁ ଘଟିଛି ଏମିତି ଅଭାବନୀୟ ଘଟଣା । ସ୍ତ୍ରୀକୁ ହତ୍ୟା କରି ଅଖାରେ ଭର୍ତ୍ତି କଲା ସ୍ୱାମୀ । ଆଉ ଏପରି ହତ୍ୟାକାଣ୍ଡ ଘଙ୍କିବା ପରେ ସ୍ୱାମୀ , ଶାଶୂ ଓ ଦିଅର ଫେରାର ହୋଇଯାଇଛନ୍ତି । ପୁଲିସ ପହଁଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

ADVERTISEMENT
ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...

Login