The Ultimate Managed Hosting Platform
ADVERTISEMENT

ସ୍ୱାଭାବିକ ହେଲା ବିଏମସି କାର୍ଯ୍ୟ

Facebook
Twitter
LinkedIn

ଭୁବନେଶ୍ୱର : ସ୍ବାଭାବିକ ହେଲା ଭୁବନେଶ୍ବର ମହାନଗର ନିଗମରେ କାର୍ୟ୍ୟ । କର୍ମଚାରୀମାନେ କାର୍ୟ୍ୟରେ ଯୋଗ ଦେଇଛନ୍ତି । କର୍ମଚାରୀଙ୍କ ପାଇଁ ବଢିଲା ସୁରକ୍ଷା । ନିୟୋଜିତ ହେଲେ ଗନ୍ ମ୍ୟାନ। ସୁରକ୍ଷା ବ୍ୟବସ୍ଥା ନେଇ ପୋଲିସ କମିଶନରଙ୍କ ସହ ଆଲୋଚନା କରାଯାଇଛି । ଅତିରିକ୍ତ ସୁରକ୍ଷା କର୍ମୀ ମୁତୟନ କରାଯିବା ସହ ସେମାନଙ୍କୁ ତାଲିମ ଦିଆଯିବ । ଭବିଷ୍ୟତରେ ଯେପରି ପୂର୍ବ ସ୍ଥିତି ନ ଉପୁଜିବ ସେଥିପାଇଁ ସଜାଗ ରହିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login