The Ultimate Managed Hosting Platform
ADVERTISEMENT

ସ୍ୱାମୀ ଅରୂପାନନ୍ଦ କଲେଜ ଅଧ୍ୟକ୍ଷଙ୍କୁ ନୋଟିସ

Facebook
Twitter
LinkedIn

ଜଗତସିଂହପୁର : ଜଗତସିଂହପୁର ସ୍ୱାମୀ ଅରୂପାନନ୍ଦ କଲେଜ ଅଧ୍ୟକ୍ଷଙ୍କୁ ନୋଟିସ । ଜନ ଶୁଣାଣି ପୋର୍ଟାଲରେ ଆସିଥିବା ଅଭିଯୋଗ ଆଧାରରେ ନୋଟିସ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତରଫରୁ ଜାରି ହେଲା ନୋଟିସ । ଅଭିଯୋଗର ଆକ୍ସନ ନେଇ ୩ ଦିନ ଭିତରେ ଦେବାକୁ କଡା ନିଦେ୍ର୍ଦଶ । କଲେଜର ଜଣେ ଅଧ୍ୟାପକଙ୍କ ନାଁରେ ଛାତ୍ରୀ ଆଣିଥିଲେ ଅଭିଯୋଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login