The Ultimate Managed Hosting Platform
ADVERTISEMENT

ହାଇଦ୍ରାବାଦ ପୋଲିସ ପାଖରେ ହାଜର ହେଲେ ଅଲ୍ଲୁ ଅର୍ଜୁନ

Facebook
Twitter
LinkedIn

ନୂଆଦିଲ୍ଲୀ : ଥାନାରେ ହାଜର ହେଲେ ପୁଷ୍ପା ଷ୍ଟାର ଅଲ୍ଲୁ ଅର୍ଜୁନ। କିଛି ସମୟ ମଧ୍ୟରେ ଚିକଡପଲ୍ଲୀ ଥାନାରେ ହାଜର ହୋଇଛନ୍ତି । ସଂଧ୍ୟା ଥିଏଟରରେ ଦଳାଚକଟା ମାମଲାରେ ପୋଲିସ ତାଙ୍କୁ ପଚରାଉଚରା କରିବ । ଏନେଇ ହାଜର ପାଇଁ ତାଙ୍କୁ ସମନ କରାଯାଇଥିଲା । ପୋଲିସ ସମନ ଅନୁସାରେ ସେ ତାଙ୍କ ଘରୁ ବାହାରି ଯାଇଛନ୍ତି । ପୁଷ୍ପା-୨ ପ୍ରିମୟମ୍ ସମୟରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ମାମଲାରେ ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ସେ ବେଲ୍ରେ ବାହାରିଥିଲେ। ଗତ ୪ ତାରିଖରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ପ୍ରିମିୟର ବେଳେ ଘଟିଥିଲା ଅଘଟଣ। ଏଥିରେ ଜଣେ ୩୫ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କର କୁନି ପୁଅ ହୋଇଥିଲା ଗୁରୁତର। ହଜାର ହଜାର ପ୍ରଶଂସକ ସୁପରଷ୍ଟାରଙ୍କ ନିକଟକୁ ଚାଲିଆସିବାରୁ ଏହି ଦଳାଚକଟା ଘଟିଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login