The Ultimate Managed Hosting Platform
ADVERTISEMENT

ହାତୀ ଦାନ୍ତ ଜବତ, ୪ ଗିରଫ

Facebook
Twitter
LinkedIn

ନୟାଗଡ : ନୟାଗଡରୁ ହାତୀ ଦାନ୍ତ ଜବତ । ଏହି ଘଟଣାରେ ୪ ଜଣ ଗିରଫ । ଦଶପଲ୍ଲା ରେଞ୍ଜ ବାଇଶିପଲ୍ଲୀ ଜଙ୍ଗଲରେ ଏକ ଦନ୍ତା ହାତୀର ସନେ୍ଦହଜନକ ମୃତ୍ୟୁ ହୋଇଛି । ଘଟଣାରେ ଡିଏଫଓ , ଜଏଣ୍ଟ ଟାସ୍କ ଫୋର୍ସ ଟିମ୍ ପହଁଚି ତଦନ୍ତ ଜାରି ରଖିଛନ୍ତି । ହାତୀକୁ କରେଣ୍ଟ ଦେଇ ମାରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ୪ ଙ୍କୁ ଗିରଫ ସହ ତାଙ୍କ ପାଖରୁ ହାତୀ ଦାନ୍ତ ମଧ୍ୟ ଜବତ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login