ମୁମ୍ବାଇ : ମହାରାଷ୍ଟ୍ର କଂଗ୍ରେସକୁ ଝଟକା । କଂଗ୍ରେସ ଛାଡିଲେ ଅଶୋକ ଚୈାହ୍ୱାନ । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୈାହ୍ୱାନଙ୍କ ଇସ୍ତଫା । ଦଳରେ ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଥିବା କହିଲେ ଅଶୋକ । ବିଜେପିରେ ମିଶିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ।
ଚୈାହ୍ୱାନ ମହାରାଷ୍ଟ୍ରର ଜଣେ ବଡ଼ ମରାଠା କଂଗ୍ରେସ ନେତା । ସେ ମୁଖ୍ୟମନ୍ତ୍ରୀ ମଧ୍ୟ ରହିଛନ୍ତି । ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବରେ ଅଶୋକ ଚୈାହ୍ୱାନଙ୍କ ପ୍ରଥମ କାର୍ୟ୍ୟକାଳ ୨୦୦୮ ଡିସେମ୍ବରରୁ ୨୦୦୯ ନଭେମ୍ବର ମଧ୍ୟରେ ଥିଲା। ଏହିପରି ତାଙ୍କର ଦ୍ବିତୀୟ କାର୍ୟ୍ୟକାଳରେ ସେ ୨୦୦୯ ନଭେମ୍ବରରୁ ୨୦୧୦ ନଭେମ୍ବର ପର୍ୟ୍ୟନ୍ତ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ।
ଲୋକସଭା ନିର୍ବାଚନ ପୂର୍ବରୁ ଅଶୋକ ଚଭାନଙ୍କ ପରି ବରିଷ୍ଠ କଂଗ୍ରେସ ନେତାଙ୍କ ଇସ୍ତଫା ଦଳ ପାଇଁ ବଡ଼ ଝଟ୍କା ବୋଲି କୁହାଯାଉଛି। ତାଙ୍କ ପୂର୍ବରୁ ବାବା ସିଦ୍ଦିକି ମଧ୍ୟ ଦଳରୁ ଇସ୍ତଫା ଦେଇଛନ୍ତି । ଏହିପରି ମୁମ୍ବାଇ କଂଗ୍ରେସର ବରିଷ୍ଠ ନେତା ତଥା ଗାନ୍ଧୀ ପରିବାରର ନିକଟତମ ମିଲିନ୍ଦ ଦେଓଡ଼ା ବି ଇସ୍ତଫା ଦେଇଛନ୍ତି ।
ଅଶୋକ ଚୈାହ୍ୱାନଙ୍କ ବାପା ମଧ୍ୟ ମୁଖ୍ୟମନ୍ତ୍ରୀ ରହିଛନ୍ତି । ତାଙ୍କ ବାପା ଶଙ୍କର ରାଓ ଚଭାନ ଜଣେ ବରିଷ୍ଠ ନେତା ଥିଲେ ଏବଂ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ କାର୍ୟ୍ୟ କରିଥିଲେ
ହାତ ଛାଡିଲେ ଅଶୋକ ଚୈାହ୍ୱାନ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











