The Ultimate Managed Hosting Platform
ADVERTISEMENT

ହାଲୋ ଅର୍ବିଟରେ ଆଦିତ୍ୟ ଏଲ-୧,ବୈଜ୍ଞାନିକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତର ମିଶନ ସୂର୍ଯ୍ୟକୁ ବିରାଟ ସଫଳତା । ଧାର୍ଯ୍ୟଗନ୍ତବ୍ୟ ସ୍ଥଳରେ ପହଁଚିଲା ଆଦିତ୍ୟ ଏଲ-୧ । ୧୫ ଲକ୍ଷ କିଲୋମିଟର ଅତିକ୍ରମ କରି ପହଁଚିଲା ଆଦିତ୍ୟ ଏଲ-୧ । ୧୫ ଲକ୍ଷ କିଲୋମିଟର ଦୂର ହାଲୋ ଅର୍ବିଟରେ ପହଁଚିଲା । ଆଦିତ୍ୟ ଏଲ-୧ର ସଫଳତା ନେଇ ପ୍ରଧାନମନ୍ତ୍ରୀଙ୍କ ସୂଚନା । ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ । ଏ ନେଇ ଭାରତୀୟ ବୈଜ୍ଞାନିକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ । ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କଲା କହିଲେ ମୋଦି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login