The Ultimate Managed Hosting Platform
ADVERTISEMENT

ହିଡେନ କ୍ୟାମେରା ନେଇ ଶ୍ରୀମନ୍ଦିରରେ ପ୍ରବେଶ , ସନେ୍ଦହ ହେବାରୁ ଧରିଲା ପୋଲିସ

Facebook
Twitter
LinkedIn

ପୁରୀ : ହିଡେନ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ । ଚଷମାରେ ହିଡେନ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ । ବେହରଣ ଦ୍ୱାର ନିକଟରେ ସନେ୍ଦହ ହେବାରୁ ଧରିଲା ପୋଲିସ । ଯୁବକ ଜଣକ ପୁରୀ ଗଜପତି ନଗରର ହୋଇଥିବା ସୂଚନା । ସୂଚନା ଅନୁସାରେ ଯୁବକ ଜଣଙ୍କ ନିଜ ଚଷମାରେ ଲେନ୍ସ ଲଗାଇ ଶ୍ରୀମନ୍ଦିରର ଭିତର ଭିଜୁଆଲ ଉତ୍ତୋଳନ କରୁଥିଲା । ଚଷମାରେ ଲାଗିଥିବା ଲେନ୍ସରୁ ଫୋଟୋ ଭିଡିଓ ଗୁଡ଼ିକ ସିଧାସଳଖ ମୋବାଇଲକୁ ଟ୍ରାନ୍ସଫର ହେଉଥିଲା । ବେହରଣ ଦ୍ଵାର ନିକଟରେ ସନ୍ଦେହ ହେବାରୁ ଉକ୍ତ ଯୁବକକୁ ପୋଲିସ ଧରିଥିଲା । ଶ୍ରୀମନ୍ଦିର ସଶସ୍ତ୍ର ସୁରକ୍ଷା ବାହିନୀତାକୁ ସିଂହଦ୍ୱାର ଥାନାର କଣ୍ଟ୍ରଲ ରୁମ ଜିମା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login