The Ultimate Managed Hosting Platform
ADVERTISEMENT

ହ୍ୟୁମାନଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

Facebook
Twitter
LinkedIn

ଭୁବନେଶ୍ୱର : ହ୍ୟୁମାନ ସାଗରଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ । ଓଡିଆ ସଙ୍ଗୀତ ଓ ସିନେମା ଜଗତକୁ ଅବଦାନ ସ୍ମରଣୀୟ ରହିବ ବୋଲି କହିଛନ୍ତି ରାଜ୍ୟପାଳ । ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଟ୍ୱିଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ବହୁତ କମ ବୟସରେ ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ କହିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି, ହ୍ୟୁମାନ ସାଗରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ। ଗଭୀର ଭାବେ ଦୁଃଖିତ ବୋଲି କହିଛନ୍ତି ନବୀନ। ତାଙ୍କ ଭାବପୂର୍ଣ୍ଣ ସଂଗୀତ ଅଗଣିତ ଶ୍ରୋତାଙ୍କ ମନକୁ ଛୁଇଁଛି । ଓଡ଼ିଆ ସଂଗୀତ ପ୍ରତି ତାଙ୍କ ଅବଦାନ ଚିର ସ୍ମରଣୀୟ ରହିବ ବୋଲି କହିଛନ୍ତି ନବୀନ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login