The Ultimate Managed Hosting Platform
ADVERTISEMENT

ୟୁନେସ୍କୋ ମେମୋରି ଅଫ ୱାର୍ଲ୍ଡରେ ସାମିଲ ହେଲା ଶ୍ରୀମଦ ଭାଗବତ ଗୀତା ଓ ନାଟ୍ୟଶାସ୍ତ୍ର

Facebook
Twitter
LinkedIn

ନୂଆଦିଲ୍ଲୀ : ୟୁନେସ୍କୋରେ ସ୍ଥାନ ପାଇଲା ଶ୍ରୀମଦ୍ ଭଗବତ ଗୀତା । ୟୁନେସ୍କୋ ମେମୋରି ଅଫ୍ ୱାର୍ଲ୍ଡରେ ସାମିଲ ହୋଇଛି ଶ୍ରୀମଦ୍ ଭଗବତ ଗୀତା ଓ ଭରତମୁନୀଙ୍କ ନାଟ୍ୟଶାସ୍ତ୍ର । ୟୁନେସ୍କୋ ଏହାର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ୭୪ଟି ନୂତନ ଡକ୍ୟୁମେଣ୍ଟାରୀ ଐତିହ୍ୟ ସଂଗ୍ରହ ଯୋଡିଛି । ଏଥିରେ ସାମିଲ ରହିଛି ଭଗବତ ଗୀତା ଏବଂ ନାଟ୍ୟଶାସ୍ତ୍ର । ଏହି ଉପଲବ୍ଧି ନେଇ ଖୁସି ବ୍ୟକ୍ତି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗର୍ବର ମୁହୂର୍ତ୍ତ । ଏହି ରେଜିଷ୍ଟର ମହତ୍ତ୍ୱପୂର୍ଣ୍ଣ ଦସ୍ତାବିଜକୁ ସଂରକ୍ଷିତ କରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସୂଚନାଯୋଗ୍ୟ, ୨୦୨୩ ମେରୁ ଏବେ ଯାଏଁ ୪୯୪ ଅଭିଲେଖ ୟୁନେସ୍କୋରେ ସାମିଲ କରାଯାଇଛି । ନାଟ୍ୟ ଶାସ୍ତ୍ର ହେଉଛି ପ୍ରଦର୍ଶନ କଳା ଉପରେ ଏକ ପ୍ରାଚୀନ ଗ୍ରନ୍ଥ । ଏହା ଦୀର୍ଘ ଦିନ ଧରି ଭାରତର ବୌଦ୍ଧିକ ଏବଂ ସାଂସ୍କୃତିକ ପରିଚୟର ଏକ ପ୍ରମୁଖ ସ୍ତମ୍ଭ ହୋଇ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

ADVERTISEMENT
ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

Login