The Ultimate Managed Hosting Platform
ADVERTISEMENT

ୟୁପିରେ ବସ-ପିକଅପ ଭ୍ୟାନ ଧକ୍କା, ଚାଲିଗଲା ୧୦ ଜଣଙ୍କ ଜୀବନ

Facebook
Twitter
LinkedIn

ୟୁପ:ଉତ୍ତରପ୍ରଦେଶରେ ଭୀଷଣ ସଡକ ଦୁର୍ଘଟଣା । ବୁଲନ୍ଦଶହର ଜିଲ୍ଲାର ସଲେମପୁର ଥାନା ନିକଟରେ ବସ୍ ସହ ପିକଅପ ଭ୍ୟାନ୍ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୭ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଘଟଣାସ୍ଥଳରେ ପୋଲିସ ଆହତ ମାନଙ୍କୁ ଗ୍ରାମବାସୀଙ୍କ ସହଯୋଗରେ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଛନ୍ତି । ଅନ୍ୟପଟେ ମୃତକଙ୍କ ଶବକୁ ପୋଷ୍ଟମୋର୍ଟମ ପାଇଁ ପଠାଇ ଦିଆଯାଇଛି । ଦୁର୍ଘଟଣା ଖବର ଶୁଣି ମୃତକ ଏବଂ ଆହତଙ୍କ ସମ୍ପର୍କୀୟ ଘଟଣାସ୍ଥଳରେ ପହଞ୍ଚିଥିଲେ । ତେବେ କ୍ରୋଧିତ ଲୋକ ମାନେ ରାସ୍ତା ଅବରୋଧ କରିଥିଲେ । ପରେ ପୋଲିସ ସେମାନଙ୍କୁ କୌଣସି ପ୍ରକାର ବୁଝାସୁଝା କରି ଶାନ୍ତ କରିବା ସହ ଟ୍ରାଫିକ ଜାମ୍ ହଟାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login