The Ultimate Managed Hosting Platform
ADVERTISEMENT

୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

Facebook
Twitter
LinkedIn

ଉଦଳା : ଭାରସାମ୍ୟ ହରାଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ । କପ୍ତିପଦା ଥାନା ସୋନପଲ ନିକଟରେ ଦୁର୍ଘଟଣା ଘଟିଛି । ପୋଲ ନିକଟରେ ଗଛରେ ଝୁଲି ରହିଛି ୧୦୮ ଆମ୍ବୁଲାନ୍ସ । ରୋଗୀ ଛାଡି ଫେରୁଥିବା ବେଳେ ପୋଲ ନିକଟରେ ଦୁର୍ଘଟଣା ଘଟିଛି । ଅଲ୍ପକେ ବର୍ତ୍ତି ଯାଇଛନ୍ତି କର୍ମଚାରୀ । ରାତି ୨ ଟା ରେ ବାଲେଶ୍ୱରରେ ରୋଗୀଙ୍କୁ ଛାଡି ନୀଳଗିରି – କପ୍ତିପଦା ହୋଇ ଶ୍ରୀଦାମଚନ୍ଦ୍ରପୁର ଫେରୁଥିବା ବେଳେ ଭୋର ସମୟରେ ଭାରସାମ୍ୟ ହରାଇ ସୋନ ପୋଲରୁ ତଳକୁ ଖସି ଯାଇଥିଲା । ସୌଭାଗ୍ୟବଶତଃ ଆମ୍ବୁଲାନ୍ସଟି ପୋଲରୁ ୬୦ ଫୁଟ ତଳକୁ ଖସୁଥିବା ବେଳେ ଏକ ବଡ଼ ଗଛରେ ବାଡେଇ ହୋଇ ଅଟକିବା ସହିତ ଝୁଲି ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login