The Ultimate Managed Hosting Platform
ADVERTISEMENT

୧୦ ଡିଗ୍ରୀ ତଳେ ୪ ସହର

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ କମିଛି ଶୀତ । ୧୦ ଡିଗ୍ରୀ ତଳେ ୪ ସହର । ଗତ କିଛି ଦିନ ଲୋକେ ଥଣ୍ଡାରେ ଥରିବା ପରେ ଏବେ ରାଜ୍ୟରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି । କୋରାପୁଟ ୭.୪, ଜି. ଉଦୟଗିରି ୭.୮, ଦାରିଙ୍ଗବାଡି ୯.୫, ସେମିଳିଗୁଡା ୯.୬, ଫୁଲବାଣୀ ୧୦.୫, କିରେଇ ୧୦.୭ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଭବାନୀପାଟଣା ଓ ନବରଙ୍ଗ ପୁରରେ ୧୧ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ବୌଦ୍ଧ ଓ ନୂଆପଡାରେ ରାତିର ତାପମାତ୍ରା ୧୨ଡିଗ୍ରୀ ରେକର୍ଡ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login