The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

Facebook
Twitter
LinkedIn

କଟାବାଞ୍ଜି : ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ପାଳନ । ତୁରେଇକେଲା , ବଙ୍ଗୋମୁଣ୍ଡା, ମୁରିବାହାଲ ଓ କଣ୍ଟାବାଞ୍ଜିରେ ପ୍ରଭାବ । ବନ୍ଦ ଡାକରା ଯୋଗୁ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ , କଲେଜ ଓ ସରକାରୀ କର୍ୟ୍ୟାଳୟ ବନ୍ଦ ରହିଛି । ଠପ୍ ହୋଇଯାଇଛି ଗାଡି ମୋଟର ଚଳାଚଳ । ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତା ମାନେ ରସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଆଜିର ଏହି ବନ୍ଦ ଡାକରାରେ ସହରର ୩୦ ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login