The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

Facebook
Twitter
LinkedIn

କୁଚିଣ୍ଡା : ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ପାଳନ । କୁଚିଣ୍ଡା ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ପାଳନ । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ପାଳନ । ଜରୁରୀ କାଳୀନ ସେବାକୁ ବାଦ ଦେଇ ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ, ଦୋକାନବଜାର ତଥା ଗାଡି ମଟର ଚଳାଚଳ ବନ୍ଦ ରହିଛି । କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପାଇଁ ବହୁ ଦିନରୁ ଦାବି ହୋଇ ଆସୁଥିବା ବେଳେ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି । ବନ୍ଦକୁ ଆଖିଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।ଏହି ବନ୍ଦ ପାଳନରେ କୁଚିଣ୍ଡାର ବିଭିନ୍ନ ରାଜନୈତିକ ଦଳ ନେତା, ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ମାନେ ସାମିଲ ହୋଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login