The Ultimate Managed Hosting Platform
ADVERTISEMENT

୧୩ ଓଡିଆ ଆଥଲେଟଙ୍କୁ ସହାୟତା ଦେବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା । ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା। ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ୟ୍ୟନ୍ତ ଚାଲିବ ଏସିଆନ୍ ଗେମ୍ସ। ସେହି ୧୩ଜଣ ଖେଳାଳି ହେଲେ କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲୀ ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ, ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ଡୁମୁଣୀ ମାରାଣ୍ଡି, ତରୁଲତା ନାଏକ, ମାମା ନାଏକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସରକାରୀ କୋଷରୁ ୨.୩୮ କୋଟି ଚଳୁ ; କିରାଣି ନିଲମ୍ବିତ

ସରକାରୀ କୋଷରୁ ୨.୩୮ କୋଟି ଚଳୁ ; କିରାଣି ନିଲମ୍ବିତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ମୁଖ୍ୟ ହସ୍ପିଟାଲର କନିଷ୍ଠ କିରାଣି ଚାକିରିରୁ ନିଲମ୍ବିତ । କନିଷ୍ଠ କିରାଣି ସୁବ୍ରତ ବେହେରାଙ୍କୁ ନିଲମ୍ବନ କଲେ ସିଡିଏମଓ । ୨.୩୮...

ADVERTISEMENT
ଆସାମ ମ୍ୟୁନସିପାଲଟି ନିର୍ବାଚନରେ ବିଜେପିର ବଡ଼ ବିଜୟ

ବିହାର ପାଇଁ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି

ବିହାର : ବିଜେପି କଲା ପ୍ରାର୍ଥୀ ଘୋଷଣା । ବିହାର ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ବିଜେପି ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ।...

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଭୁବନେଶ୍ୱର : ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ...

Login