The Ultimate Managed Hosting Platform
ADVERTISEMENT

୧୪ଟି ଗେଟ ଦେଇ ଜଳ ନିଷ୍କାସିତ

Facebook
Twitter
LinkedIn

ସମ୍ବଲପୁର : ହୀରାକୁଦ ଡ୍ୟାମର ୧୪ଟି ଗେଟ ଦେଇ ଜଳ ନିଷ୍କାସିତ । ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୮.୧୫ ଫୁଟ । ହୀରାକୁଦକୁ ପ୍ରବେଶ କରୁଛି ୨ ଲକ୍ଷ ୨୯ ହଜାର ୪୫୮ କ୍ୟୁସେକ ଜଳ । ହୀରାକୁଦରୁ ନିଷ୍କାସିତ ହେଉଛି ୨,୬୭,୫୭୭ କ୍ୟୁସେକ ଜଳ । ତେବେ ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ମହାନଦୀ ଉପରମୁଣ୍ଡରେ ହାରାହାରି ୩୭ମିଲିମିଟର ବର୍ଷା ହୋଇଛି। ତଳମୁଣ୍ଡରେ ବର୍ଷା ନାହିଁ। ତେଣୁ ବନ୍ୟା ସ୍ଥିତି ନଥିବା ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ ।ବୁଧବାର ଅପରାହ୍ନ ୪ଟାରେ ହୀରାକୁଦର ୨ଟି ଗେଟ ଖୋଲାଯାଇଥିଲା । ରାତି ସାରା ଏହି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା । ଜଳସ୍ତର ଅଧିକ ରହିଥିବାରୁ ଗୁରୁବାର ଆଉ ୧୨ଟି ଗେଟ ଖୋଲାଯାଇଛି । ଇନ- ଫ୍ଲୋ ଦେଢ଼ ଲକ୍ଷ କ୍ୟୁସେକରୁ ଅଧିକ ହେବାରୁ ଆଜି ଗେଟ ଖୋଲା ଯାଇଥିବା କହିଛନ୍ତି ହୀରାକୁଦ ଡ୍ୟାମର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୀପାବଳି ଉପହାର ; ମହିଳାଙ୍କୁ ମାଗଣାରେ ମିଳିବ ଗ୍ୟାସ ସିଲିଣ୍ଡର

ଦୀପାବଳି ଉପହାର ; ମହିଳାଙ୍କୁ ମାଗଣାରେ ମିଳିବ ଗ୍ୟାସ ସିଲିଣ୍ଡର

ୟୁପି : ମହିଳା ଓ ଯୁବତୀଙ୍କୁ ମାଗଣାରେ ଗ୍ୟାସ୍ ସିଲିଣ୍ଡର ଯୋଗାଇବେ । ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଅଧୀନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଲୋକଭବନରେ ଆୟୋଜିତ...

ମାଓବାଦୀ ନାଁରେ ବାପାକୁ ଧମକପୂର୍ଣ୍ଣ ଚିଠି, ୩୫ ଲକ୍ଷ ଦିଅ ନହେଲେ ପୁରା ପରିବାକୁ ଜୀବନରୁ ମାରିଦେବୁ

ମାଓବାଦୀ ନାଁରେ ବାପାକୁ ଧମକପୂର୍ଣ୍ଣ ଚିଠି, ୩୫ ଲକ୍ଷ ଦିଅ ନହେଲେ ପୁରା ପରିବାକୁ ଜୀବନରୁ ମାରିଦେବୁ

ଭବାନୀପାଟଣା : ମାଓବାଦୀ ନାଁରେ ବାପାକୁ ପୁଅର ଧମକପୂର୍ଣ୍ଣ ଚିଠି । ଟଙ୍କା ଅସୁଲ ପାଇଁ ଠିକାଦାର ବାପାଙ୍କୁ ପୁଅର ଧମକପୂର୍ଣ୍ଣ ଚିଠି । ରୁପ୍ରାରୋଡର ଜଣେ...

ADVERTISEMENT
କଂଗ୍ରେସ ଭବନ ବାହାରେ ହାଇଡ୍ରାମା ; ସାମିଲ ପାଇଁ ଆସି ଅନନ୍ତ ନାରାୟଣ ଓରଫ ନାଣ୍ଡୁ ଧଳ ହଟହଟ୍ଟା

କଂଗ୍ରେସ ଭବନ ବାହାରେ ହାଇଡ୍ରାମା ; ସାମିଲ ପାଇଁ ଆସି ଅନନ୍ତ ନାରାୟଣ ଓରଫ ନାଣ୍ଡୁ ଧଳ ହଟହଟ୍ଟା

ଭୁବନେଶ୍ୱର : ଭୁବନେଶ୍ୱର କଂଗ୍ରେସ ଭବନ ବାହାରେ ହାଇଡ୍ରାମା । ସାମିଲ ପାଇଁ ଆସି ଅନନ୍ତ ନାରାୟଣ ଓରଫ ନାଣ୍ଡୁ ଧଳ ହଟହଟ୍ଟା । ତୁଳସୀ ଗଣନାଟ୍ୟ...

Login