The Ultimate Managed Hosting Platform
ADVERTISEMENT

୧୪ ଯାଏଁ ରାଜ୍ୟରେ ଜାରି ରହିବ ତାତି

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି କାରଣରୁ ଲୋକେ ସନ୍ତୁଳି ହେଉଥିବାବେଳେ ଆସନ୍ତା ୧୪ ତାରିଖ ଯାଏଁ ଜାରି ରହିବ। ପାଣିପାଗି କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ହିଟ୍ ୱେଭ୍ ପରିସ୍ଥିତି ଅନୁଭୂତ ହେବ। ତେବେ ଆଜି ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି। ଆସନ୍ତାକାଲି ୫ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ ଜାରି କରାଯାଇଛି । ଏସବୁ ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗିର ଓ ସୁନ୍ଦରଗଡ଼। ୧୨ ଓ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୪୩ ଡିଗ୍ରୀ ଛୁଇଁପାରେ ପାରଦ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login