The Ultimate Managed Hosting Platform
ADVERTISEMENT

୧୬୩୫ ନୂଆ ରାଜସ୍ୱ ଗାଁର ସୀମା ପରିବର୍ତ୍ତନ

Facebook
Twitter
LinkedIn

ଭୁବନେଶ୍ୱର : ଖୁବଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ସୀମା ପରିବର୍ତ୍ତନ କରାଯିବ । ରାଜସ୍ୱ ବିଭାଗ ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ନିଦେ୍ର୍ଦଶ ନାମା । ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିଦେ୍ର୍ଦଶକ, ଜିଲ୍ଲାପାଳ ଓ ଆରଡିସିଙ୍କୁ ଚିଠି । ପୁରୁଣା ରାଜସ୍ୱ ଗାଁ ରେକର୍ଡ ଯେମିତି ମିଶି ନ ଯାଏ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ପ୍ରତି ତହସିଲରେ ହେବ ଗୋଟିଏ ଲେଖାଏଁ ସ୍ଵତନ୍ତ୍ର ସେଲ ।
ରାଜସ୍ବ ଗାଁ ହେଲା ପରେ ସ୍ଵତନ୍ତ୍ର ମ୍ୟାପ ହେବ । ମୂଳ ଗାଁରେ ଥିବା ଲୋକଙ୍କ ଖାତା ନମ୍ବର ପ୍ଲଟ ନମ୍ବର ମଧ୍ୟ ପରିବର୍ତ୍ତନ ହୋଇ ନୂଆ ହେବ । ଭୂଲେଖରେ ମଧ୍ୟ ଗାଁର ନାମ ସ୍ଥାନ ପାଇବ । ୨୫୦ରୁ ଅଧିକ ଜନସଂଖ୍ୟା ଓ ମୂଳ ରାଜସ୍ୱ ଗାଁକୁ ୫୦୦ ମିଟର ଦୂରତା ଥିବା ପଡ଼ା ଗାଁ ଗୁଡ଼ିକୁ କରାଯିବ ରାଜସ୍ୱ ଗ୍ରାମ । ଅନ୍ୟସବୁ କଟକଣା ଉଠାଇ ଛନ୍ତି ରାଜ୍ୟ ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login