The Ultimate Managed Hosting Platform
ADVERTISEMENT

୧୭, ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ । ଗୃହରେ ଅତିରିକ୍ତ ବଜେଟ ଆଗତ କଲେ ମୁଖ୍ୟମନ୍ତ୍ରୀ । ଅତିରିକ୍ତ ବଜେଟ ଆଗତ ପରେ କାଲି ପର୍ଯ୍ୟନ୍ତ ଗୃହ ମୁଲତବି ରହିବ । ଜାଣନ୍ତୁ କେଉଁ ବିଭାଗକୁ କେତେ ?
ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ୧୧୬୪ କୋଟି । ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି । ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ ପାଇଁ ୪୩୨୯ କୋଟି । ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ପାଇଁ ୬୧୬ କୋଟି । କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ୧୬୭୩ କୋଟି । ସହରୀ ବିକାଶ ପାଇଁ ୨୩୦୩ କୋଟି । ଶିକ୍ଷା କ୍ଷେତ୍ର ପାଇଁ ୨୩୨୭ କୋଟି । ମହିଳା ଓ ଶିଶୁ ବିକାଶ ପାଇଁ ୧୫୫୮ କୋଟି । ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ୧୧୭ କୋଟି । ଭିତ୍ତିଭୂମି ବିକାଶ ପାଇଁ ୧୯୫୫ କୋଟି । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ପାଇଁ ୫୭୬ କୋଟି । ଶିଳ୍ପ ଏବଂ ଏମଏସଏମଇ ବିକାଶ ପାଇଁ ୩୩୭ କୋଟି । ଓଡ଼ିଆ ଭାଷା, ସଂସ୍କୃତି ଏବଂ ହସ୍ତତନ୍ତ, ବୟନଶିଳ୍ପ ପାଇଁ ୩୬୩ କୋଟି । ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନ ପାଇଁ ୩୧୬ କୋଟି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login