ଭୁବନେଶ୍ୱର : ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ । ଗୃହରେ ଅତିରିକ୍ତ ବଜେଟ ଆଗତ କଲେ ମୁଖ୍ୟମନ୍ତ୍ରୀ । ଅତିରିକ୍ତ ବଜେଟ ଆଗତ ପରେ କାଲି ପର୍ଯ୍ୟନ୍ତ ଗୃହ ମୁଲତବି ରହିବ । ଜାଣନ୍ତୁ କେଉଁ ବିଭାଗକୁ କେତେ ?
ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ୧୧୬୪ କୋଟି । ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି । ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ ପାଇଁ ୪୩୨୯ କୋଟି । ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ପାଇଁ ୬୧୬ କୋଟି । କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ୧୬୭୩ କୋଟି । ସହରୀ ବିକାଶ ପାଇଁ ୨୩୦୩ କୋଟି । ଶିକ୍ଷା କ୍ଷେତ୍ର ପାଇଁ ୨୩୨୭ କୋଟି । ମହିଳା ଓ ଶିଶୁ ବିକାଶ ପାଇଁ ୧୫୫୮ କୋଟି । ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ୧୧୭ କୋଟି । ଭିତ୍ତିଭୂମି ବିକାଶ ପାଇଁ ୧୯୫୫ କୋଟି । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ପାଇଁ ୫୭୬ କୋଟି । ଶିଳ୍ପ ଏବଂ ଏମଏସଏମଇ ବିକାଶ ପାଇଁ ୩୩୭ କୋଟି । ଓଡ଼ିଆ ଭାଷା, ସଂସ୍କୃତି ଏବଂ ହସ୍ତତନ୍ତ, ବୟନଶିଳ୍ପ ପାଇଁ ୩୬୩ କୋଟି । ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନ ପାଇଁ ୩୧୬ କୋଟି ।
୧୭, ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







