The Ultimate Managed Hosting Platform
ADVERTISEMENT

୧୮ ତାରିଖରେ ଜୟଙ୍କ ନାମାଙ୍କନ

Facebook
Twitter
LinkedIn

ନୂଆପଡା : ଆଜି ନାମାଙ୍କନ ଦାଖଲ କରିବେ ନାହିଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ଜୟ । ତେବେ ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା କରିଛି ବିଜେପି । ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମିଶିଥିଲେ ଜୟ । ଆଜି ଶୁଭ ମୁହୂର୍ତ୍ତ ନଥିବାରୁ ପ୍ରାର୍ଥୀପତ୍ର ଦାଖଲ କରିବେନି ଜୟ । ଆଜି ପ୍ରାର୍ଥୀପତ୍ର ଦାଖଲ ପାଇଁ ବିଜେପି ପକ୍ଷରୁ ବଡ଼ ଆୟୋଜନ ହୋଇଥିଲା । ନାମାଙ୍କନ ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିଥାନ୍ତେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍...

Login