ଭୁବନେଶ୍ୱର : ୨୪ ତାରିଖରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ପଶ୍ଚିମ ପାଶ୍ୱର୍ବର୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ଦୁଇ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
୨୪ରେ ଆଉ ଏକ ଲଘୁଚାପ କ୍ଷେତ୍ର !
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







